1 ଶାମୁୟେଲ 25:19 - ଓଡିଆ ବାଇବେଲ19 ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି। ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି। ମାତ୍ର ସେ ଆପଣା ସ୍ଵାମୀ ନାବଲକୁ ଏହା ଜଣାଇଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ। Viz kapitolaପବିତ୍ର ବାଇବଲ19 ତା'ପରେ ଅବୀଗଲ ତା'ର ଦାସମାନଙ୍କୁ କହିଲା, “ମୋ’ ଆଗେ ଆଗେ ଗ୍ଭଲ, ଦେଖ, ମୁଁ ତୁମ୍ଭ ପଛେ ପଛେ ଯାଉଛି।” କିନ୍ତୁ ସେ ତା'ର ସ୍ୱାମୀକୁ ଏ କଥା ଜଣାଇଲା ନାହିଁ। Viz kapitola |