Online Bible

- Reklamy -




1 ଶାମୁୟେଲ 25:21 - ଓଡିଆ ବାଇବେଲ

21 ପୂର୍ବରେ ଦାଉଦ କହିଥିଲେ, ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୂର୍ବରେ ଦାଉଦ କହିଥିଲେ, ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।

Viz kapitola kopírovat

ପବିତ୍ର ବାଇବଲ

21 ଦାଉଦ ଅବୀଗଲଙ୍କୁ ଦେଖିବା ପୂର୍ବରୁ କହୁଥିଲେ, “ମୁଁ ନାବଲର ସମ୍ପତ୍ତିକୁ ମରୁଭୂମିରେ ଜଗିଲି। ମୁଁ ଭାବୁଥିଲି ଏହାର ଗୋଟିଏ ହେଲେ ମେଷ ନ ହଜୁ। ମୁଁ ଏହା କରୁଥିଲି ମୋର କିଛି ସ୍ୱାର୍ଥ ନ ଥିଲା। କିନ୍ତୁ ତା'ର ସବୁ ମଙ୍ଗଳ ପାଇଁ କରୁଥିଲି। କିନ୍ତୁ ସେ ମୋ’ ପ୍ରତି ଖରାପ ବ୍ୟବହାର ଦେଖାଇଲା।

Viz kapitola kopírovat




1 ଶାମୁୟେଲ 25:21

Následuj nás:

Reklamy


Reklamy