Online Bible

- Reklamy -




1 ଶାମୁୟେଲ 25:24 - ଓଡିଆ ବାଇବେଲ

24 ପୁଣି, ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୁ, ମୋ’ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

24 ଅବୀଗଲ ଦାଉଦଙ୍କ ଚରଣରେ ପଡ଼ି କହିଲା, “ହେ ମୋର ପ୍ରଭୁ, ମୋର କଥା ଟିକେ ଶୁଣନ୍ତୁ। ଯାହାସବୁ ଘଟିଗଲା, ସେଥିରେ ମୋତେ ଦୋଷ ଦିଅନ୍ତୁ।

Viz kapitola kopírovat




1 ଶାମୁୟେଲ 25:24

Následuj nás:

Reklamy


Reklamy