1 ଶାମୁୟେଲ 25:25 - ଓଡିଆ ବାଇବେଲ25 ବିନୟ କରୁଅଛି, ମୋହର ପ୍ରଭୁ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ବିନୟ କରୁଅଛି, ମୋହର ପ୍ରଭୋ, ସେହି ପାପାଧମ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ (ମୂଢ଼) ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ। Viz kapitolaପବିତ୍ର ବାଇବଲ25 ତୁମ୍ଭେ ପଠାଇଥିବା ଲୋକମାନଙ୍କୁ ମୁଁ ଆଦୌ ଦେଖି ନାହିଁ। ସେପରି ଅଜ୍ଞାନ ବ୍ୟକ୍ତିର କଥାକୁ ଧର ନାହିଁ। ସେ ତା'ର ନାମକୁ ସାର୍ଥକ କରିଛି। ତା'ର ନାମ ନାବଲ ଯାହାର ଅର୍ଥ ‘ମୂର୍ଖ’ ଠିକ୍ ସେହିପରି ସେ ମୂର୍ଖମାନଙ୍କ ପରି ବ୍ୟବହାର କରିଛି। Viz kapitola |