1 ଶାମୁୟେଲ 25:30 - ଓଡିଆ ବାଇବେଲ30 ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ, Viz kapitolaପବିତ୍ର ବାଇବଲ30 ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିବା ପାଇଁ ପ୍ରତିଜ୍ଞା କରିଛନ୍ତି ଏବଂ ସେ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ଇସ୍ରାଏଲର ଶାସକ ରୂପେ ନିଯୁକ୍ତ କରିବେ। ଯେତେବେଳେ ସେ ମୋର ପ୍ରଭୁ ପ୍ରତି ସଫଳ କରି ତୁମ୍ଭକୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ। Viz kapitola |