Online Bible

- Reklamy -




1 ଶାମୁୟେଲ 25:31 - ଓଡିଆ ବାଇବେଲ

31 ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକି ସ୍ମରଣ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକି ସ୍ମରଣ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକୁ ସ୍ମରଣ କରିବେ।”

Viz kapitola kopírovat

ପବିତ୍ର ବାଇବଲ

31 ତୁମ୍ଭେ ନିରୀହମାନଙ୍କର ରକ୍ତପାତ ଦୋଷରେ ଦୋଷୀ ହେବ ନାହିଁ। ଯେତେବେଳେ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରୁଛନ୍ତି, ତୁମ୍ଭେ ତୁମ୍ଭର ଏହି ଦାସୀକୁ ମନେରଖ।”

Viz kapitola kopírovat




1 ଶାମୁୟେଲ 25:31

Následuj nás:

Reklamy


Reklamy