1 ଶାମୁୟେଲ 25:36 - ଓଡିଆ ବାଇବେଲ36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲାନ୍ତଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ। Viz kapitolaପବିତ୍ର ବାଇବଲ36 ଯେତେବେଳେ ଅବୀଗଲ ନାବଲ ନିକଟକୁ ଆସିଲା। ସେତେବେଳେ ସେ ଦେଖିଲା ସେ ନିଜ ଘରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ ଅତିଶୟ ମଦ୍ୟପାନ କରିଥିଲା ଓ ତା'ର ମନ ଅତ୍ୟନ୍ତ ଖୁସୀ ଥିଲା। ଏହି ହେତୁ ସେ ସକାଳ ପର୍ଯ୍ୟନ୍ତ କୌଣସି କଥା ଜଣାଇଲା ନାହିଁ। Viz kapitola |