Online Bible

- Reklamy -




1 ଶାମୁୟେଲ 25:37 - ଓଡିଆ ବାଇବେଲ

37 ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ

37 ତା’ ପରଦିନ ସକାଳେ ତା'ର ନିଶା କମିଲା ପରେ ତା'ର ସ୍ତ୍ରୀ ତାକୁ ସବୁକଥା ଜଣାଇଲା, ଏଥିରେ ତା'ର ହୃଦୟ ବନ୍ଦ ହୋଇଗଲା ତାହା ଅନ୍ତରରେ ମରିଗଲା। ତା'ର ହୃ‌‌ତ୍‌‌କ୍ରିୟା ବନ୍ଦ ହୋଇଗଲା ଓ ସେ ପଥର ପରି ପଡ଼ି ରହିଲା।

Viz kapitola kopírovat




1 ଶାମୁୟେଲ 25:37

Následuj nás:

Reklamy


Reklamy