1 ଶାମୁୟେଲ 25:7 - ଓଡିଆ ବାଇବେଲ7 ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ। Viz kapitolaପବିତ୍ର ବାଇବଲ7 ମୁଁ ଶୁଣିଲି ତୁମ୍ଭର ମେଷପାଳକମାନେ ମେଷମାନଙ୍କର ଲୋମ କାଟୁଛନ୍ତି। କିଛି ସମୟ ପାଇଁ ତୁମ୍ଭର ମେଷପାଳକମାନେ ଆମ୍ଭ ସହିତ ଥିଲେ। ଆମ୍ଭେମାନେ ସେମାନଙ୍କର କୌଣସି କ୍ଷତି କରି ନାହୁଁ କି କର୍ମିଲରେ ଥିବା ସମୟରେ ସେମାନଙ୍କର କିଛି ହଜି ନାହିଁ। Viz kapitola |