1 ଶାମୁୟେଲ 26:16 - ଓଡିଆ ବାଇବେଲ16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ତ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?” Viz kapitolaପବିତ୍ର ବାଇବଲ16 ତୁମ୍ଭେ ଏହି ଯେଉଁ କଥା କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ରାଜା ତୁମ୍ଭମାନଙ୍କ ରାଜାଙ୍କୁ ଜଗି ରହିଲ ନାହିଁ। ରାଜାଙ୍କର ବର୍ଚ୍ଛା ଓ ତାଙ୍କ ମୁଣ୍ଡ ନିକଟରେ ଥିବା ଜଳପାତ୍ର ବର୍ତ୍ତମାନ ଦେଖୁଛ।” Viz kapitola |