1 ଶାମୁୟେଲ 26:18 - ଓଡିଆ ବାଇବେଲ18 ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି ? ମୁଁ କଅଣ କରିଅଛି ? ଅବା ମୋ’ ହାତରେ କେଉଁ ମନ୍ଦତା ଅଛି ? Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି? Viz kapitolaପବିତ୍ର ବାଇବଲ18 ଦାଉଦ ପୁଣି କହିଲେ, “ମହାଶୟ ତୁମ୍ଭେ କାହିଁକି ମୋର ପଛେ ପଛେ ଗୋଡ଼ଉଛ? ମୁଁ କ’ଣ ଅପରାଧ କଲି? କେଉଁ ଦୋଷ ମୁଁ କରିଛି? Viz kapitola |