1 ଶାମୁୟେଲ 26:3 - ଓଡିଆ ବାଇବେଲ3 ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଶାଉଲ ପଥ ପାର୍ଶ୍ଵରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ। Viz kapitolaପବିତ୍ର ବାଇବଲ3 ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ସେନା ଛାଉଣି ସ୍ଥାପନ କଲେ। ଦାଉଦ ପ୍ରାନ୍ତରରେ ଲୁଚିଥିଲେ। ସେ ଅନୁଭବ କଲେ ଯେ, ସେଠାରେ ଶାଉଲ ତାଙ୍କ ପଛେ ପଛେ ଅନୁସରଣ କରିଥିଲେ। Viz kapitola |