1 ଶାମୁୟେଲ 27:3 - ଓଡିଆ ବାଇବେଲ3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ। Viz kapitolaପବିତ୍ର ବାଇବଲ3 ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସେମାନଙ୍କର ପରିବାରମାନଙ୍କ ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦୁଇଜଣ ସ୍ତ୍ରୀ ବାସ କଲେ। ସେମାନେ ହେଲେ ଯିଷ୍ରିୟେଲୀରୁ ଅହୀନୋୟମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲା। Viz kapitola |