1 ଶାମୁୟେଲ 27:5 - ଓଡିଆ ବାଇବେଲ5 ଏଥିଉତ୍ତାରେ ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଦାଉଦ ଆଖୀଶ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?” Viz kapitolaପବିତ୍ର ବାଇବଲ5 ଦାଉଦ ଆଖୀଶ୍କୁ କହିଲେ, “ଯଦି ତୁମ୍ଭେ ମୋ’ ପ୍ରତି ଖୁସୀ ତେବେ ମୋତେ ତୁମ୍ଭ ସହରରେ ଏକ ସ୍ଥାନ ଦିଅ। ମୁଁ କେବଳ ତୁମ୍ଭର ଦାସ ଓ ମୁଁ ସେଠାରେ ବାସ କରିବି, କିନ୍ତୁ ତୁମ୍ଭ ସହିତ ଏ ରାଜକୀୟ ସହରରେ ନୁହଁ।” Viz kapitola |