Online Bible

- Reklamy -




1 ଶାମୁୟେଲ 28:1 - ଓଡିଆ ବାଇବେଲ

1 ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋ’ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମ; ସଂଗ୍ରହ କଲେ। ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”

Viz kapitola kopírovat

ପବିତ୍ର ବାଇବଲ

1 କିଛିଦିନ ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସୈନ୍ୟମାନଙ୍କୁ ଏକତ୍ରିତ କରୁଥିଲେ। ଆଖୀଶ୍ ଦାଉଦଙ୍କୁ କହିଲା, “ତୁମ୍ଭେ ବୁଝି ପାରୁଛ କି ଯେ ତୁମ୍ଭେ ଏବଂ ତୁମ୍ଭର ଲୋକମାନେ ନିଶ୍ଚିତ ମୋ’ ସହିତ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯିବ।”

Viz kapitola kopírovat




1 ଶାମୁୟେଲ 28:1

Následuj nás:

Reklamy


Reklamy