1 ଶାମୁୟେଲ 28:12 - ଓଡିଆ ବାଇବେଲ12 ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚୈଃସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, ଆପଣ କାହିଁକି ମୋତେ ପ୍ରତାରଣା କଲେ ? କାରଣ ଆପଣ ଶାଉଲ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚୈଃସ୍ଵରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, ଆପଣ କିହେତୁ ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।” Viz kapitolaପବିତ୍ର ବାଇବଲ12 ସେ ସ୍ତ୍ରୀଲୋକଟି ଶାମୁୟେଲଙ୍କୁ ଦେଖି ରଡ଼ି କରିବାକୁ ଲାଗିଲା। ସେ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ମୋତେ କାହିଁକି ପ୍ରତାରଣା କଲ? ତୁମ୍ଭେ ଶାଉଲ।” Viz kapitola |