1 ଶାମୁୟେଲ 28:15 - ଓଡିଆ ବାଇବେଲ15 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋ’ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟ; ବିପଦ୍ଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ଵର ମୋତେ ତ୍ୟାଗ କରିଅଛନ୍ତି ପୁଣି ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ଵପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।” Viz kapitolaପବିତ୍ର ବାଇବଲ15 ଶାମୁୟେଲ ଶାଉଲଙ୍କୁ କହିଲେ, “ମୋତେ କାହିଁକି ତୁମ୍ଭେ ବ୍ୟସ୍ତ କଲ? ମୋତେ କାହିଁକି ତୁମ୍ଭେ ଉଠାଇଲ?” ଶାଉଲ ଉତ୍ତର ଦେଲେ, “ମୁଁ ବିପଦରେ ପଡ଼ିଛି, ପଲେଷ୍ଟୀୟମାନେ ମୋ’ ସହିତ ଯୁଦ୍ଧ କରିବାକୁ ଆସିଛନ୍ତି ଏବଂ ପରମେଶ୍ୱର ମୋତେ ତ୍ୟାଗ କରିଛନ୍ତି। ପରମେଶ୍ୱର ମୋତେ ଆଉ ଉତ୍ତର ଦେଉ ନାହାନ୍ତି। ସେ ମୋତେ ସ୍ୱପ୍ନରେ କିମ୍ବା ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ମଧ୍ୟ ମୋତେ ଉତ୍ତର ଦେଉ ନାହାନ୍ତି। ଏଥିପାଇଁ ମୁଁ ତୁମ୍ଭକୁ ଡାକିଲି ଯେ, ମୋତେ କ’ଣ କରିବାକୁ ହେବ କୁହନ୍ତୁ।” Viz kapitola |