1 ଶାମୁୟେଲ 28:18 - ଓଡିଆ ବାଇବେଲ18 ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ତ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି। Viz kapitolaପବିତ୍ର ବାଇବଲ18 ତୁମ୍ଭେ ସଦାପ୍ରଭୁଙ୍କୁ ଅମାନ୍ୟ କରିଅଛ। ତୁମ୍ଭେ ଅମାଲେକୀୟମାନଙ୍କୁ ଧ୍ୱଂସ କଲ ନାହିଁ ଏବଂ ସେମାନଙ୍କୁ ଘଟୁଥିବା ପରମେଶ୍ୱରଙ୍କ କୋପଦୃଷ୍ଟି ସେମାନଙ୍କୁ ତୁମ୍ଭେ ଦେଖାଇଲ ନାହିଁ। ସେଥିପାଇଁ ଆଜି ସଦାପ୍ରଭୁ ତୁମ୍ଭକୁ ଏପରି କରୁଛନ୍ତି। Viz kapitola |