1 ଶାମୁୟେଲ 29:2 - ଓଡିଆ ବାଇବେଲ2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ। Viz kapitolaପବିତ୍ର ବାଇବଲ2 ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶହ ଶହ, ହଜାର ହଜାର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ। ଦାଉଦ ଏବଂ ତାଙ୍କର ସୈନ୍ୟମାନେ ଆଖୀଶ୍ ସହିତ ପଛେ ପଛେ ଆଗେଇଲେ। Viz kapitola |