1 ଶାମୁୟେଲ 29:4 - ଓଡିଆ ବାଇବେଲ4 ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ଵାରା ନୁହେଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ? Viz kapitolaପବିତ୍ର ବାଇବଲ4 କିନ୍ତୁ ପଲେଷ୍ଟୀୟ ଶାସକଗଣ ଆଖୀଶ୍ ଉପରେ ରାଗିଲେ। ସେମାନେ କହିଲେ, “ଦାଉଦକୁ ଫେରାଇ ଦିଅ। ତୁମ୍ଭେ ତା’ ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ନିଜର ସେହି ସ୍ଥାନକୁ ଫେରି ଯାଉ। ସେ ଆମ୍ଭ ସହିତ ଯୁଦ୍ଧକୁ ଯାଇ ପାରିବ ନାହିଁ। ସେ ଯଦି ଆମ୍ଭ ସହିତ ରହେ, ତେବେ ସେ ଆମ୍ଭ ନିଜ ଛାଉଣି ମଧ୍ୟରେ ଜଣେ ଶତ୍ରୁ ହୋଇ ରହିବ। ସେ ତା'ର ରାଜା ଶାଉଲଙ୍କୁ ସନ୍ତୁଷ୍ଟ କରିବା ପାଇଁ ଆମ୍ଭ ନିଜର ଲୋକଙ୍କୁ ମାରିବ। Viz kapitola |