Online Bible

- Reklamy -




1 ଶାମୁୟେଲ 29:9 - ଓଡିଆ ବାଇବେଲ

9 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋ’ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ଵରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’

Viz kapitola kopírovat

ପବିତ୍ର ବାଇବଲ

9 ଆଖୀଶ୍ ଉତ୍ତର ଦେଲେ, “ମୁଁ ବିଶ୍ୱାସ କରୁଛି ତୁମ୍ଭେ ଜଣେ ଉତ୍ତମ ଲୋକ। ତୁମ୍ଭେ ଜଣେ ପରମେଶ୍ୱରଙ୍କର ଦୂତ ସ୍ୱରୂପ। ତଥାପି ପଲେଷ୍ଟୀୟ ଶାସକମାନେ କହୁଛନ୍ତି, ‘ଦାଉଦ କେବେ ଆମ୍ଭମାନଙ୍କ ସହିତ ଯୁଦ୍ଧକୁ ଯାଇ ପାରିବେ ନାହିଁ।’

Viz kapitola kopírovat




1 ଶାମୁୟେଲ 29:9

Následuj nás:

Reklamy


Reklamy