1 ଶାମୁୟେଲ 3:11 - ଓଡିଆ ବାଇବେଲ11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। Viz kapitolaପବିତ୍ର ବାଇବଲ11 ତା'ପରେ ସଦାପ୍ରଭୁ ଶାମୁୟେଲକୁ କହିଲେ, “ଦେଖ, ମୁଁ ଇସ୍ରାଏଲରେ କିଛି ଗୋଟେ କରିବି, ସେହି ସମସ୍ତେ ଯେଉଁମାନେ ଏବିଷୟରେ ଶୁଣିବେ, ମନ ଦୁଃଖ କରିବେ। Viz kapitola |