1 ଶାମୁୟେଲ 3:13 - ଓଡିଆ ବାଇବେଲ13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ତ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ। Viz kapitolaପବିତ୍ର ବାଇବଲ13 ମୁଁ ତାକୁ କହିଅଛି ଯେ, ମୁଁ ଚିରଦିନ ତା'ର ବଂଶକୁ ଦଣ୍ତ ଦେବି, ଯେହେତୁ ତା'ର ଅପରାଧ ତାକୁ ଜଣା ଅଛି। ସେ ଜାଣିଲା ଯେ, ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କରୁଛନ୍ତି ଓ କହୁଛନ୍ତି। ତଥାପି ଏଲି ତା'ର ପୁତ୍ରମାନଙ୍କୁ ନିୟନ୍ତ୍ରଣ କଲା ନାହିଁ। Viz kapitola |