1 ଶାମୁୟେଲ 3:17 - ଓଡିଆ ବାଇବେଲ17 ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼଠାରୁ ଗୁପ୍ତ କଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।” Viz kapitolaପବିତ୍ର ବାଇବଲ17 ତା'ପରେ ସେ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁଁ ତୁମ୍ଭକୁ ବିନୟ କରୁଅଛି, କିଛି ନ ଲୁଗ୍ଭଇ ମୋତେ କୁହ, “ପରମେଶ୍ୱରଙ୍କ ବାର୍ତ୍ତା ଯଦି କିଛି ମୋ'ଠାରେ ଲୁଗ୍ଭଅ ପରମେଶ୍ୱର ତୁମ୍ଭଙ୍କୁ ଦଣ୍ତ ଦେବେ।” Viz kapitola |