1 ଶାମୁୟେଲ 30:31 - ଓଡିଆ ବାଇବେଲ31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।” Viz kapitolaପବିତ୍ର ବାଇବଲ31 ଓ ହିବ୍ରୋଣକୁ ଦାଉଦ ଆଣିଥିବା ଦ୍ରବ୍ୟ ଏହି ନେତାମାନଙ୍କ ନିକଟକୁ ପଠାଇଲେ। ଏବଂ ଅନ୍ୟ ସ୍ଥାନ ନିକଟକୁ ପଠାଇଲେ। ଯେଉଁଠାରେ ଦାଉଦ ଓ ତାଙ୍କର ଲୋକମାନେ ଗମନାଗମନ ହେଉଥିଲେ। Viz kapitola |