1 ଶାମୁୟେଲ 4:13 - ଓଡିଆ ବାଇବେଲ13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ଵାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ। Viz kapitolaପବିତ୍ର ବାଇବଲ13 ସେହି ସମୟରେ ଏଲି ଫାଟକ ପାଖରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନିମନ୍ତେ ତାଙ୍କର ହୃଦୟ ଉତ୍କଣ୍ଠିତ ଥିଲା। ଇତ୍ୟବସରରେ ସେହିଲୋକ ସମ୍ବାଦ ଦେଲା ଏବଂ ନଗରଯାକ ଉଚ୍ଚସ୍ୱରରେ କାନ୍ଦି ଉଠିଲେ। Viz kapitola |