1 ଶାମୁୟେଲ 4:16 - ଓଡିଆ ବାଇବେଲ16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?” Viz kapitolaପବିତ୍ର ବାଇବଲ16 ତା'ପରେ ସେହି ଲୋକଟି ଏଲିଙ୍କୁ କହିଲା, “ମୁଁ ଏକ ସୈନ୍ୟ ଯିଏ କି ଏବେ ଯୁଦ୍ଧରୁ ଫେରି ଆସିଲି।” ମୁଁ ଆଜି ଯୁଦ୍ଧରୁ ଦୌଡ଼ି ପଳାଇ ଆସିଲି। ତା'ପରେ ଏଲି ତାକୁ ପଗ୍ଭରିଲେ, “ହେ ପୁତ୍ର, କ’ଣ ହେଲା?” Viz kapitola |