1 ଶାମୁୟେଲ 4:17 - ଓଡିଆ ବାଇବେଲ17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।” Viz kapitolaପବିତ୍ର ବାଇବଲ17 ତହୁଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦେଇ କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ଦୌଡ଼ି ପଳାଇଲେ। ଇସ୍ରାଏଲୀୟ ସୈନ୍ୟବାହିନୀ ତାଙ୍କର ବହୁତ ସୈନ୍ୟ ହରାଇଲେ। ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।” Viz kapitola |