1 ଶାମୁୟେଲ 4:3 - ଓଡିଆ ବାଇବେଲ3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହୁଁ ଲୋକମାନେ ଛାଉଣିକି ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କିହେତୁ ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।” Viz kapitolaପବିତ୍ର ବାଇବଲ3 ତା'ପରେ ଇସ୍ରାଏଲୀୟ ସୈନ୍ୟଗଣ ଛାଉଣି ନିକଟକୁ ଫେରି ଆସିଲେ। ତା'ପରେ ପ୍ରାଚୀନଗଣ ପଗ୍ଭରିଲେ, “ସଦାପ୍ରଭୁ କାହିଁକି ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କଲେ? ଆସ, ଆମ୍ଭେମାନେ ଶିଲୋଠାରୁ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକକୁ ଆଣିବା। ଏହିପରି ଭାବରେ, ସେ ଆମ୍ଭମାନଙ୍କ ସହିତ ଆସିବେ ଓ ଆମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ରକ୍ଷା କରିବେ।” Viz kapitola |