1 ଶାମୁୟେଲ 4:6 - ଓଡିଆ ବାଇବେଲ6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ଵନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ଵନି ଶଦ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକି ଆସିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି। Viz kapitolaପବିତ୍ର ବାଇବଲ6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନିର ଅଭିପ୍ରାୟ କ’ଣ?” ଆଉ ସେମାନେ ଜାଣିଲେ, ଯେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଇସ୍ରାଏଲର ଛାଉଣିକି ଅଣାଗଲା। Viz kapitola |