1 ଶାମୁୟେଲ 4:8 - ଓଡିଆ ବାଇବେଲ8 ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ଵାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ। Viz kapitolaପବିତ୍ର ବାଇବଲ8 ହାୟ! ଏହି ବଳବାନ୍ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ଭୟଙ୍କର ରୋଗ ଓ ମହାମାରୀ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ। Viz kapitola |