Online Bible

- Reklamy -




1 ଶାମୁୟେଲ 5:4 - ଓଡିଆ ବାଇବେଲ

4 ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି ଦାଗୋନ୍ର ମୁଣ୍ତ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ଵାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକୀ ରହିଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।

Viz kapitola kopírovat

ପବିତ୍ର ବାଇବଲ

4 ପୁଣି ସେମାନେ ପରଦିନ ପ୍ରଭାତରେ ଯେତେବେଳେ ଉଠିଲେ ଦାଗୋନ୍ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଥିଲା ଏବଂ ବାହୁଗୁଡ଼ିକ ଓ ମୁଣ୍ଡ କଟା ହୋଇଥିଲା ଏବଂ ଦ୍ୱାରବନ୍ଧ ଉପରେ ପଡ଼ିଥିଲା। କିନ୍ତୁ ତାହାର ଗଣ୍ତି ଗୋଟିଏ ଖଣ୍ତ ହୋଇ ରହିଥିଲା।

Viz kapitola kopírovat




1 ଶାମୁୟେଲ 5:4

Následuj nás:

Reklamy


Reklamy