1 ଶାମୁୟେଲ 5:8 - ଓଡିଆ ବାଇବେଲ8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା ? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କି ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ନେଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ। Viz kapitolaପବିତ୍ର ବାଇବଲ8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗାଥ୍କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ। Viz kapitola |