1 ଶାମୁୟେଲ 6:15 - ଓଡିଆ ବାଇବେଲ15 ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ଵର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବୈଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହି ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ। Viz kapitola |