1 ଶାମୁୟେଲ 6:2 - ଓଡିଆ ବାଇବେଲ2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱସ୍ଥାନକୁ ପଠାଇବା ? ଏହା ଆମ୍ଭମାନଙ୍କୁ ଜଣାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞ-ମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ଵସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।” Viz kapitolaପବିତ୍ର ବାଇବଲ2 ତା'ପରେ ସେମାନେ ସେମାନଙ୍କର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ସହ ଆମ୍ଭେ କ’ଣ କରିବାକୁ ହେବ?” ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକୁ ଫେରାଇବାକୁ ହେବ। Viz kapitola |