1 ଶାମୁୟେଲ 7:3 - ଓଡିଆ ବାଇବେଲ3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।” Viz kapitolaପବିତ୍ର ବାଇବଲ3 ତା'ପରେ ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ପ୍ରକୃତରେ ତୁମ୍ଭେମାନେ ଯଦି ହୃଦୟର ସହିତ ସଦାପ୍ରଭୁଙ୍କ ପାଖକୁ ପ୍ରତ୍ୟାବର୍ତ୍ତନ କରିଛ, ତେବେ ତୁମ୍ଭେମାନେ ବିଦେଶୀ ପ୍ରତିମାଗୁଡ଼ିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କେବଳ ତାଙ୍କୁ ହିଁ ସେବା କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରୁ ରକ୍ଷା କରିବେ।” Viz kapitola |