1 ଶାମୁୟେଲ 7:5 - ଓଡିଆ ବାଇବେଲ5 ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପୀରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।” Viz kapitolaପବିତ୍ର ବାଇବଲ5 ଶାମୁୟେଲ କହିଲେ, “ଇସ୍ରାଏଲୀୟମାନେ ତୁମ୍ଭେମାନେ ସମସ୍ତେ ମିସ୍ପୀରେ ମିଳିତ ହୁଅ। ମୁଁ ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି।” Viz kapitola |