1 ଶାମୁୟେଲ 8:20 - ଓଡିଆ ବାଇବେଲ20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।” Viz kapitolaପବିତ୍ର ବାଇବଲ20 ତା'ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।” Viz kapitola |