Online Bible

- Reklamy -




1 ଶାମୁୟେଲ 8:22 - ଓଡିଆ ବାଇବେଲ

22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।”

Viz kapitola kopírovat

ପବିତ୍ର ବାଇବଲ

22 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।” ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।”

Viz kapitola kopírovat




1 ଶାମୁୟେଲ 8:22

Následuj nás:

Reklamy


Reklamy