1 ଶାମୁୟେଲ 8:8 - ଓଡିଆ ବାଇବେଲ8 ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି। Viz kapitolaପବିତ୍ର ବାଇବଲ8 ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଲା ସମୟରେ ଯାହା କରୁଥିଲେ, ଆଜି ପର୍ଯ୍ୟନ୍ତ ତାହା ଦୋହରାଉଛନ୍ତି। ସେମାନେ ମୋତେ ପରିତ୍ୟାଗ କଲେ ଓ ମୋ’ ବଦଳରେ ଅନ୍ୟ ଦେବତାମାନଙ୍କର ସେବା କଲେ। ସେଥିପାଇଁ ସେମାନେ ତୁମ୍ଭ ସହିତ ଏପରି ବ୍ୟବହାର କରୁଛନ୍ତି। Viz kapitola |