1 ଶାମୁୟେଲ 9:14 - ଓଡିଆ ବାଇବେଲ14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ14 ଶାଉଲ ଏବଂ ତାଙ୍କ ଗ୍ଭକର ଆଗକୁ ଗ୍ଭଲିଲେ। ସେମାନେ ସହରରେ ପହଞ୍ଚିବା ମାତ୍ରେ ଦେଖିଲେ ଶାମୁୟେଲ ଠିକ୍ ସେ ସମୟରେ ସହରରୁ ଉପାସନା ସ୍ଥାନକୁ ଆସୁଛନ୍ତି। Viz kapitola |