1 ଶାମୁୟେଲ 9:17 - ଓଡିଆ ବାଇବେଲ17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।” Viz kapitolaପବିତ୍ର ବାଇବଲ17 ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।” Viz kapitola |