1 ଶାମୁୟେଲ 9:19 - ଓଡିଆ ବାଇବେଲ19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକୁ ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହାସବୁ ତୁମ୍ଭକୁ ଜଣାଇବି। Viz kapitolaପବିତ୍ର ବାଇବଲ19 ଶାମୁୟେଲ କହିଲେ, “ମୁଁ ପରମେଶ୍ୱରଙ୍କ ଲୋକ। ମୋତେ ଅନୁସରଣ କର ମୁଁ ଉଚ୍ଚସ୍ଥାନକୁ ନେଇଯିବି। ତୁମ୍ଭେ ଏବଂ ତୁମ୍ଭ ଦାସ ମୋ’ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭେମାନେ ଘରକୁ ଫେରିଯିବ। ଏବଂ ମୁଁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦେବି। Viz kapitola |