1 ଶାମୁୟେଲ 9:3 - ଓଡିଆ ବାଇବେଲ3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।” Viz kapitolaପବିତ୍ର ବାଇବଲ3 ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ୍ ଶାଉଲକୁ କହିଲେ, “ତୁମ୍ଭେ ଗ୍ଭକରମାନଙ୍କ ମଧ୍ୟରୁ ଜଣକୁ ନେଇ ଗଧମାନଙ୍କର ସନ୍ଧାନ ନିଅ।” Viz kapitola |