1 ଶାମୁୟେଲ 9:7 - ଓଡିଆ ବାଇବେଲ7 ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା ? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?” Viz kapitolaପବିତ୍ର ବାଇବଲ7 ତା'ପରେ ଶାଉଲ ଗ୍ଭକରକୁ କହିଲେ, “ଆମ୍ଭେ ନିଶ୍ଚୟ ସହରକୁ ଯିବା, କିନ୍ତୁ ଆମ୍ଭେମାନେ ତାଙ୍କୁ କ’ଣ ଉପହାର ଦେବା। ବର୍ତ୍ତମାନ ଏପରିକି ଆମ୍ଭ ଖାଦ୍ୟ ମୁଣାରୁ ଖାଦ୍ୟ ସରିଗଲାଣି। ଆମ୍ଭେ ତାଙ୍କୁ ଉପହାର କ’ଣ ଦେବା।” Viz kapitola |