୧ ଥେସଲନୀକୀୟ 1:4 - ଓଡିଆ ବାଇବେଲ4 କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ହେ ଈଶ୍ଵରଙ୍କ ପ୍ରିୟପାତ୍ର ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, Viz kapitolaପବିତ୍ର ବାଇବଲ (CL) NT (BSI)4 ଭାଇମାନେ! ଆମେ ଜାଣୁ ଯେ, ଈଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଏବଂ ତାଙ୍କ ଆପଣାର ଲୋକ ହେବା ନିମନ୍ତେ ତୁମ୍ଭମାନଙ୍କୁ ମନୋନୀତ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, Viz kapitolaପବିତ୍ର ବାଇବଲ4 ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି। Viz kapitola |