୧ ଥେସଲନୀକୀୟ 2:1 - ଓଡିଆ ବାଇବେଲ1 ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବ୍ୟର୍ଥ ହୋଇ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ତୁମ୍ଭେମାନେ ତ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବ୍ୟର୍ଥ ହୋଇ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)1 ହେ ଆମର ଭାଇମାନେ! ତୁମ୍ଭେମାନେ ନିଜେ ଜାଣ ଯେ, ତୁମ ନିକଟକୁ ଆମର ଆଗମନ ବ୍ୟର୍ଥ ହୋଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବୃଥା ହୋଇ ନାହିଁ। Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଜାଣିଛ ଯେ, ଆମ୍ଭମାନଙ୍କର ତୁମ୍ଭମାନଙ୍କ ପାଖକୁ ଯିବା ବୃଥା ନ ଥିଲା। Viz kapitola |