୧ ଥେସଲନୀକୀୟ 4:15 - ଓଡିଆ ବାଇବେଲ15 ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ଅଗ୍ରଗାମୀ ହେବୁ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)15 ଆମେ ଏବେ ତୁମ୍ଭମାନଙ୍କୁ ଯେଉଁ ଶିକ୍ଷା ଦେଉଛୁ, ତାହା ପ୍ରଭୁଙ୍କର ଶିକ୍ଷା। ପ୍ରଭୁଙ୍କ ଆଗମନ ସମୟରେ ଆମେ ଯେଉଁମାନେ ଜୀବିତ ଥିବୁ, ପୂର୍ବରୁ ପରଲୋକପ୍ରାପ୍ତ ହୋଇଥିବା ଲୋକଙ୍କଠାରୁ ଆଗୁଆ ହୋଇ ଚାଲିଯିବୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ। Viz kapitolaପବିତ୍ର ବାଇବଲ15 ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସେମାନେ ସେ ପର୍ଯ୍ୟନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ୟ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସେମାନେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ୟକୁ ଯିବେ। Viz kapitola |