୧ ଥେସଲନୀକୀୟ 5:11 - ଓଡିଆ ବାଇବେଲ11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ଵନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ। Viz kapitolaପବିତ୍ର ବାଇବଲ (CL) NT (BSI)11 ତେଣୁ ବର୍ତ୍ତମାନ ଯେପରି କରୁଛ, ଠିକ୍ ସେହିପରି ପରସ୍ପରକୁ ଉତ୍ସାହିତ ଓ ସାହାଯ୍ୟ କରୁଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ। Viz kapitolaପବିତ୍ର ବାଇବଲ11 ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ। Viz kapitola |