୧ ଥେସଲନୀକୀୟ 5:18 - ଓଡିଆ ବାଇବେଲ18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ। Viz kapitolaପବିତ୍ର ବାଇବଲ (CL) NT (BSI)18 ସମସ୍ତ ପରିସ୍ଥିତିରେ କୃତଜ୍ଞ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରୁଥିବାରୁ, ତୁମଠାରୁ ଈଶ୍ୱର ଏହା ହିଁ ଅପେକ୍ଷା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ। Viz kapitolaପବିତ୍ର ବାଇବଲ18 ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି। Viz kapitola |